Genesis 32:19 — Compare Translations
5 translations compared side by side
Odia - 1840
"ଯାକୁବ ଏହିପରି କହିବାକୁ ତାଙ୍କର ଦ୍ବିତୀୟ ଦଳର ଦାସ ଓ ତୃତୀୟ ଦଳର ଦାସ ଏବଂ ସମସ୍ତ ଦାସଙ୍କୁ ଏହିପରି କହିଲେ। ସେ କହିଲେ, ତୁମ୍ଭେ ସମସ୍ତେ ଏହିପରି କହିବ ଯେତବେେଳେ ଏଷୌକୁ ତୁମ୍ଭମାନେେ ଭଟେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ସେ ଦ୍ଵିତୀୟ ଓ ତୃତୀୟ ପଲର ପଶ୍ଚାଦ୍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଏହିପରି କହିବାକୁ ତାଙ୍କର ଦ୍ୱିତୀୟ ଦଳର ଦାସ ଓ ତୃତୀୟ ଦଳର ଦାସ ଏବଂ ସମସ୍ତ ଦାସଙ୍କୁ ଏହିପରି କହିଲେ। ସେ କହିଲେ, “ତୁମ୍ଭେ ସମସ୍ତେ ଏହିପରି କହିବ ଯେତେବେଳେ ଏଷୌକୁ ତୁମ୍ଭେମାନେ ଭେଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।”