Genesis 32:2 — Compare Translations

5 translations compared side by side

Odia - 1840
"ଯେତବେେଳେ ଯାକୁବ ସମାନଙ୍କେୁ ଦେଖିଲେ, ସେ କହିଲେ, ଏହା ହେଉଛି ପରମେଶ୍ବରଙ୍କର ଛାଉଣୀ ତେଣୁ ଯାକୁବ ସହେି ସ୍ଥାନର ନାମ ମହନଯୀମ୍ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯାକୁବ ସେମାନଙ୍କୁ ଦେଖି କହିଲା, ଏମାନେ ପରମେଶ୍ଵରଙ୍କ ଦଳ; ଏଣୁକରି ସେହି ସ୍ଥାନର ନାମ ମହନୟିମ୍ (ଦୁଇ ଦଳ) ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯାକୁବ ସେମାନଙ୍କୁ ଦେଖିଲେ, ସେ କହିଲେ, “ଏହା ହେଉଛି ପରମେଶ୍ୱରଙ୍କର ଛାଉଣି” ତେଣୁ ଯାକୁବ ସେହି ସ୍ଥାନର ନାମ ମହନୟିମ୍ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ;” ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା।
Odia IRV 2017 (ଓଡିଆ ବାଇବେଲ)
ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ; ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା।”