Genesis 32:20 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ କହିବ, 'ଏହିସବୁ ତୁମ୍ଭପାଇଁ ଉପହାର ଅଟେ। ଏବଂ ତୁମ୍ଭର ଦାସ ଯାକୁବ ତୁମ୍ଭ ପଛ ରେ ଆସୁଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି କହିବ, ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି; କାରଣ ସେ ମନେ କଲେ, ଆଗେ ଭେଟୀ ପଠାଇ ତାଙ୍କୁ ଶା; କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରି ପାରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କହିବ, ‘ଏହିସବୁ ତୁମ୍ଭ ପାଇଁ ଉପହାର ଅଟେ। ଏବଂ ତୁମ୍ଭର ଦାସ ଯାକୁବ ତୁମ୍ଭ ପଛରେ ଆସୁଛନ୍ତି।”’ ଯାକୁବ ଭାବିଲେ, “ଯଦି ମୁଁ ଏହି ଲୋକମାନଙ୍କୁ ଉପହାର ଦେଇ ଆଗରେ ପଠାଇ ଦିଏ, ହୋଇପାରେ ଏଷୌ ମୋତେ କ୍ଷମା ଦେଇପାରେ ଏବଂ ମୋତେ ଗ୍ରହଣ କରିପାରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି କହିବ, ‘ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି;’” କାରଣ ସେ ମନେ କଲେ, “ଆଗେ ଭେଟି ପଠାଇ ତାଙ୍କୁ ଶାନ୍ତ କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରିପାରନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆହୁରି କହିବ, “ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି; କାରଣ ସେ ମନେ କଲେ, ଆଗେ ଭେଟି ପଠାଇ ତାଙ୍କୁ ଶାନ୍ତ କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରି ପାରନ୍ତି।”