Genesis 32:21 — Compare Translations

5 translations compared side by side

Odia - 1840
"ତେଣୁ ଯାକୁବ ଉପହାରଗୁଡ଼ିକ ଏଷୌ ନିକଟକୁ ପଠାଇ ଦେଲେ। କିନ୍ତୁ ଯାକୁବ ରାତ୍ରି ରେ ସହେି ଛାଉଣୀ ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ତାହା ଆଗରେ ଭେଟୀ ଦ୍ରବ୍ୟଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାକୁବ ଉପହାରଗୁଡ଼ିକ ଏଷୌ ନିକଟକୁ ପଠାଇ ଦେଲେ। କିନ୍ତୁ ଯାକୁବ ରାତ୍ରିରେ ସେହି ଛାଉଣିରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।