Genesis 32:23 — Compare Translations

5 translations compared side by side

Odia - 1840
"ଯାକୁବ ତାଙ୍କର ପରିବାରକୁ ଏବଂ ତାଙ୍କର ସମସ୍ତ ଦ୍ରବ୍ଯକୁ ନଦୀ ପାର କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକି ପଠାଇ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ତାଙ୍କର ପରିବାରକୁ ଏବଂ ତାଙ୍କର ସମସ୍ତ ଦ୍ରବ୍ୟକୁ ନଦୀ ପାର କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକୁ ପଠାଇଦେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକୁ ପଠାଇ ଦେଲା।