Genesis 32:24 — Compare Translations
5 translations compared side by side
Odia - 1840
"ଯାକୁବ ଏକୁଟିଆ ରହିଗଲେ ଏବଂ ଜଣେ ମନୁଷ୍ଯ ତାଙ୍କ ସହିତ ସକାଳ ପର୍ୟ୍ଯନ୍ତ ମଲ୍ଲ ୟୁଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯାକୁବ ସେଠାରେ ଏକାକୀ ରହିଲା; ତହୁଁ ଜଣେ ପୁରୁଷ ପ୍ରଭାତ ପର୍ଯ୍ୟନ୍ତ ତାହା ସହିତ ମଲ୍ଲଯୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣକ ସହିତ ଅନ୍ୟ ଜଣଙ୍କ ଯୁଦ୍ଧ ଯାକୁବ ଏକୁଟିଆ ରହିଗଲେ ଏବଂ ଜଣେ ମନୁଷ୍ୟ ତାଙ୍କ ସହିତ ସକାଳ ପର୍ଯ୍ୟନ୍ତ ମଲ୍ଲଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯାକୁବ ସେଠାରେ ଏକାକୀ ରହିଲା; ତହୁଁ ଜଣେ ପୁରୁଷ ପ୍ରଭାତ ପର୍ଯ୍ୟନ୍ତ ତାହା ସହିତ ମଲ୍ଲଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯାକୁବ ସେଠାରେ ଏକାକୀ ରହିଲା; ତହୁଁ ଜଣେ ପୁରୁଷ ପ୍ରଭାତ ପର୍ଯ୍ୟନ୍ତ ତାହା ସହିତ ମଲ୍ଲଯୁଦ୍ଧ କଲେ।