Genesis 32:27 — Compare Translations
5 translations compared side by side
Odia - 1840
"ଏବଂ ସହେି ଲୋକଟି ତାଙ୍କୁ କହିଲା, ତୁମ୍ଭର ନାମ କ'ଣ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନର୍ବାର ସେହି ମନୁଷ୍ୟ କହିଲେ, ତୁମ୍ଭର ନାମ କଅଣ? ସେ କହିଲା, ଯାକୁବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେହି ଲୋକଟି ତାଙ୍କୁ କହିଲେ, “ତୁମ୍ଭର ନାମ କ’ଣ?” ଏବଂ ଯାକୁବ ଉତ୍ତର ଦେଲେ, “ମୋର ନାମ ଯାକୁବ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ?” ସେ କହିଲା, “ଯାକୁବ।”
Odia IRV 2017 (ଓଡିଆ ବାଇବେଲ)
ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ?” ସେ କହିଲା, “ଯାକୁବ।”