Genesis 32:28 — Compare Translations

5 translations compared side by side

Odia - 1840
"ଏହାପରେ ସହେି ମନୁଷ୍ଯଟି କହିଲା, ଆଉ ତୁମ୍ଭର ନାମ ଯାକୁବ ହବେ ନାହିଁ। ତୁମ୍ଭର ନାମ ଇଶ୍ରାୟେଲ ହବେ ଏବଂ ତୁମ୍ଭେ ସହେି ନାମ ରେ ପରିଚିତ ହବେ କାରଣ ତୁମ୍ଭେ ପରମେଶ୍ବରଙ୍କ ସହିତ ଏବଂ ଲୋକମାନଙ୍କ ସହିତ ୟୁଦ୍ଧ କରି ଜଯଲାଭ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲେ, ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ (ପରମେଶ୍ଵରଙ୍କ ସହିତ ଯୋଦ୍ଧା) ନାମରେ ବିଖ୍ୟାତ ହେବ; କାରଣ ତୁମ୍ଭେ ପରମେଶ୍ଵର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ମନୁଷ୍ୟଟି କହିଲେ, “ଆଉ ତୁମ୍ଭର ନାମ ଯାକୁବ ହେବ ନାହିଁ। ତୁମ୍ଭର ନାମ ଇସ୍ରାଏଲ ହେବ ଏବଂ ତୁମ୍ଭେ ସେହି ନାମରେ ପରିଚିତ ହେବ କାରଣ ତୁମ୍ଭେ ପରମେଶ୍ୱରଙ୍କ ସହିତ ଏବଂ ମନୁଷ୍ୟ ସହିତ ଯୁଦ୍ଧ କରି ଜୟଲାଭ କଲ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”
Odia IRV 2017 (ଓଡିଆ ବାଇବେଲ)
ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”