Genesis 32:3 — Compare Translations

5 translations compared side by side

Odia - 1840
"ଯାକୁବ ଭାଇ ଏଷୌ ସଯେୀର ଅଞ୍ଚଳ ରେ ବାସ କରୁଥିଲେ। ସେ ଅଞ୍ଚଳ ଥିଲା ଇଦୋମର ପର୍ବତମଯ ଦେଶ। ଯାକୁବ ଏଷୌ ନିକଟକୁ ଦୂତ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରୁ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବଙ୍କ ଭାଇ ଏଷୌ ସେୟୀର ଅଞ୍ଚଳରେ ବାସ କରୁଥିଲେ। ସେ ଅଞ୍ଚଳ ଥିଲା ଇଦୋମର ପର୍ବତମୟ ଦେଶ। ଯାକୁବ ଏଷୌ ନିକଟକୁ ଦୂତ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରୁ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।