Genesis 32:30 — Compare Translations

5 translations compared side by side

Odia - 1840
"ତେଣୁ ଯାକୁବ ସହେି ସ୍ଥାନର ନାମ ପନୂଯଲେ ଦେଲେ। ତା'ପରେ ସେ କହିଲେ, ମୁଁ ପରମେଶ୍ବରଙ୍କୁ ମୁହାଁମୁହିଁ ଦେଖିଲେ ବି ମାରେ ଜୀବନ ବଞ୍ଚି ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେହି ସ୍ଥାନର ନାମ ପନୂୟେଲ (ପରମେଶ୍ଵରଙ୍କ ମୁଖ) ରଖିଲା; ଯେହେତୁ ସେ କହିଲା, ମୁଁ ପରମେଶ୍ଵରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାକୁବ ସେହି ସ୍ଥାନର ନାମ ପନୂୟେଲ ଦେଲେ। ତା’ପରେ ସେ କହିଲେ, “ମୁଁ ପରମେଶ୍ୱରଙ୍କୁ ମୁହାଁମୁହିଁ ଦେଖିଲେ ବି ମୋର ଜୀବନ ବଞ୍ଚି ରହିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେହି ସ୍ଥାନର ନାମ ପନୂୟେଲ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେହି ସ୍ଥାନର ନାମ ପେନୀୟେଲ୍ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”