Genesis 32:31 — Compare Translations
5 translations compared side by side
Odia - 1840
"ଏହାପରେ ସୂର୍ େଯ୍ଯାଦଯ ବଳକେୁ ସେ ପନୂଯଲେ ପାର ହେଲେ।ମାତ୍ର ତା'ର ଗୋଡ଼ ୟୋଗୁ େଛାଟାଇ ଚାଲିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ପନୂୟେଲ ପାର ହୁଅନ୍ତେ, ସୂର୍ଯ୍ୟୋଦୟ ହେଲା; ମାତ୍ର ସେ ଊରୁସନ୍ଧି ସକାଶୁ ଛୋଟାଇ ଚାଲିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସୂର୍ଯ୍ୟୋଦୟ ବେଳକୁ ସେ ପନୂୟେଲ ପାର ହେଲାମାତ୍ରେ ତାଙ୍କର ଗୋଡ଼ ଯୋଗୁଁ ଛୋଟାଇ ଗ୍ଭଲିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାକୁବ ପନୂୟେଲ ପାର ହୁଅନ୍ତେ, ସୂର୍ଯ୍ୟୋଦୟ ହେଲା; ମାତ୍ର ସେ ଊରୁସନ୍ଧି ସକାଶୁ ଛୋଟାଇ ଚାଲିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାକୁବ ପନୂୟେଲ ପାର ହୁଅନ୍ତେ, ସୂର୍ଯ୍ୟୋଦୟ ହେଲା; ମାତ୍ର ସେ ଊରୁସନ୍ଧି ସକାଶୁ ଛୋଟାଇ ଚାଲିଲା।