Genesis 32:4 — Compare Translations
5 translations compared side by side
Odia - 1840
"ଯାକୁବ ଦୂତମାନଙ୍କୁ କହିଲେ, ଏହି କଥା ମାରେ ଜେଷ୍ଠ ଭ୍ରାତା ଏଷୌଙ୍କୁ କୁହ, 'ତୁମ୍ଭର ଦାସ ଯାକୁବ କହିଲା, ଏହି ଦିନଗୁଡ଼ିକ ମୁଁ ଲାବନ ସହିତ ବାସ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ଵ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଦୂତମାନଙ୍କୁ କହିଲେ, “ଏହି କଥା ମୋର ଜ୍ୟେଷ୍ଠ ଭ୍ରାତା ଏଷୌଙ୍କୁ କୁହ, ‘ତୁମ୍ଭର ଦାସ ଯାକୁବ କହିଲା, ଏହି ଦିନଗୁଡ଼ିକ ମୁଁ ଲାବନ ସହିତ ବାସ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, “ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ‘ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ବ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, “ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ବ ହେଲା।