Genesis 32:5 — Compare Translations
5 translations compared side by side
Odia - 1840
"ମାରେ ଗାଈଗୁଡ଼ିକ, ଗର୍ଦ୍ଧଭଗୁଡ଼ିକ, ପଶୁଗଣ, ମନୁଷ୍ଯଗଣ, ସବେକ ଓ ସବେୀକାଗଣ ଅଛନ୍ତି। ମୁନିବ ମୁଁ ଅନୁଗ୍ରହ ପାଇବା ନିମନ୍ତେ ଏହି ଦୂତଗଣଙ୍କୁ ପଠାଉଛି। ଦୟାକରି ସମାନଙ୍କେୁ ଗ୍ରହଣ କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ଵାଦ ପଠାଇଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଗାଈଗୁଡ଼ିକ, ଗର୍ଦ୍ଦଭଗୁଡ଼ିକ, ପଶୁଗଣ, ମନୁଷ୍ୟଗଣ, ସେବକ ଓ ସେବିକାଗଣ ଅଛନ୍ତି। ମୁନିବ, ମୁଁ ଅନୁଗ୍ରହ ପାଇବା ନିମନ୍ତେ ଏହି ଦୂତଗଣଙ୍କୁ ପଠାଉଛି। ଦୟାକରି ସେମାନଙ୍କୁ ଗ୍ରହଣ କର।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।’”
Odia IRV 2017 (ଓଡିଆ ବାଇବେଲ)
ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।”