Genesis 32:6 — Compare Translations
5 translations compared side by side
Odia - 1840
"ଦୂତଗଣ ଯାକୁବ ପାଖକୁ ୟାଇ କହିଲେ, ଆମ୍ଭେ ତୁମ୍ଭର ଭାଇ ଏଷୌ ନିକଟକୁ ଗଲୁ। ସେ ତୁମ୍ଭକୁ ଭଟେିବାକୁ ଆସୁଛନ୍ତି ଓ ତାଙ୍କ ସହିତ 400 ଲୋକ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦୂତମାନେ ଫେରି ଆସି ଯାକୁବକୁ କହିଲେ, ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରିଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦୂତଗଣ ଯାକୁବଙ୍କ ପାଖକୁ ଯାଇ କହିଲେ, “ଆମ୍ଭେ ତୁମ୍ଭର ଭାଇ ଏଷୌ ନିକଟକୁ ଗଲୁ। ସେ ତୁମ୍ଭକୁ ଭେଟିବାକୁ ଆସୁଛନ୍ତି ଓ ତାଙ୍କ ସହିତ 400 ଲୋକ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦୂତମାନେ ଫେରିଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରି ଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦୂତମାନେ ଫେରି ଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରିଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”