Genesis 32:7 — Compare Translations

5 translations compared side by side

Odia - 1840
"ସହେି ବାର୍ତ୍ତା ଯାକୁବକୁ ଭୟଭିତ କଲା। ସେ ତାଙ୍କ ସହିତ ଥିବା ଲୋକମାନଙ୍କୁ ଦୁଇ ଦଳ ରେ ବିଭକ୍ତ କଲେ। ଗୋମଷୋଦି ଆଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍ବିଗ୍ନ ହେଲା, ପୁଣି ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ସେହି ବାର୍ତ୍ତା ଯାକୁବଙ୍କୁ ଭୟଭୀତ କଲା। ସେ ତାଙ୍କ ସହିତ ଥିବା ଲୋକମାନଙ୍କୁ ଦୁଇ ଦଳରେ ବିଭକ୍ତ କଲେ। ଗୋମେଷାଦି ଆଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍‍ବିଗ୍ନ ହେଲା, ପୁଣି, ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍‍ବିଗ୍ନ ହେଲା, ପୁଣି, ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,