Genesis 32:8 — Compare Translations

5 translations compared side by side

Odia - 1840
"ଯାକୁବ ଚିନ୍ତା କଲା, ଯଦି ଏଷୌ ଆସି ଗୋଟିଏ ଦଳକୁ ବିନାଶ କରେ, ତବେେ ଅନ୍ୟ ଦଳ ଦୌଡିୟାଇ ଜୀବନ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଷୌ ଆସି ଯେବେ ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇ ଯିବେ;
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଚିନ୍ତା କଲେ, “ଯଦି ଏଷୌ ଆସି ଗୋଟିଏ ଦଳକୁ ବିନାଶ କରେ, ତେବେ ଅନ୍ୟ ଦଳ ଦୌଡ଼ିଯାଇ ଜୀବନ ରକ୍ଷା କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇଯିବେ,”
Odia IRV 2017 (ଓଡିଆ ବାଇବେଲ)
“ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇ ଯିବେ,”

Recommended Reading