Genesis 32:9 — Compare Translations

5 translations compared side by side

Odia - 1840
"ସେତବେେଳେ ଯାକୁବ କହିଲା, ହେ ମାରେ ପିତା ଅବ୍ରହାମଙ୍କର ପରମେଶ୍ବର! ମାରେପିତା ଇସ୍ହାକର ପରମେଶ୍ବର! ହେ ସଦାପ୍ରଭୁ ତୁମ୍ଭେ ମାେତେ କହିଲ, ମାରେ ଜନ୍ମିତ ସ୍ଥାନକୁ ଫରେିୟିବା ପାଇଁ। ତୁମ୍ଭେ ମାରେ ସହାୟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯାକୁବ କହିଲା, ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ଵର, ହେ ମୋହର ପିତା ଇସ୍‍ହାକଙ୍କର ପରମେଶ୍ଵର, ହେ ସଦାପ୍ରଭୋ, ତୁମ୍ଭେ ଆପେ ମୋତେ କହିଥିଲ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରି ଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା, ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଯାକୁବ କହିଲେ, “ହେ ମୋର ପିତା ଅବ୍ରହାମଙ୍କର ପରମେଶ୍ୱର! ମୋର ପିତା ଇ‌ସ୍‌ହାକର ପରମେଶ୍ୱର! ହେ ସଦାପ୍ରଭୁ ତୁମ୍ଭେ ମୋତେ କହିଲ, ମୋର ଜନ୍ମିତ ସ୍ଥାନକୁ ଫେରିଯିବା ପାଇଁ। ତୁମ୍ଭେ ମୋର ସହାୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍‌ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୋ, ତୁମ୍ଭେ ମୋତେ କହିଥିଲ, ‘ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।’
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍‍ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଥିଲ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରି ଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।