Genesis 33:1 — Compare Translations
5 translations compared side by side
Odia - 1840
"ଅନନ୍ତର ଯାକୁବ ଏଲଷୗ ଆସୁଥିବାରସଦଖିଲଲ। ଏଲଷୗ ତାଙ୍କ ସହିତ ଚାରିଶହସଲାକଙ୍କୁ ଧରି ଆସୁଥିଲଲ। ଯାକୁବ ତା'ର ପରିବାରକୁ ଚାରି ଭାଗସର ବିଭକ୍ତ କଲା।ସଲୟା ଏବଂ ତା'ର ପିଲାମାଲନସଗାଟିଏ ଦଳସର ରହିଲଲ। ରାଲହଲ ଏବଂସଯାଲଷଫସଗାଟିଏ ଦଳସର ରହିଲଲ। ଦୁଇଦାସୀ ଏବଂ ତାଙ୍କର ପିଲାମାଲନ ଦୁଇସଗାଟି ଦଳସର ରହିଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି ତାହା ସଙ୍ଗେ ଚାରିଶହ ଲୋକ । ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା,
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ତାଙ୍କର ସାହସିକତା ଦେଖାଇଲେ ଅନନ୍ତର ଯାକୁବ ଏଷୌ ଆସୁଥିବାର ଦେଖିଲେ। ଏଷୌ ତାଙ୍କ ସହିତ ଗ୍ଭରିଶହ ଲୋକଙ୍କୁ ଧରି ଆସୁଥିଲେ। ଯାକୁବ ତାଙ୍କର ପରିବାରକୁ ଗ୍ଭରି ଭାଗରେ ବିଭକ୍ତ କଲେ। ଲେୟା ଏବଂ ତା’ର ପିଲାମାନେ ଗୋଟିଏ ଦଳରେ ରହିଲେ। ରାହେଲ ଓ ଯୋଷେଫ ଗୋଟିଏ ଦଳରେ ରହିଲେ। ଦୁଇଦାସୀ ଏବଂ ତାଙ୍କର ପିଲାମାନେ ଦୁଇ ଗୋଟି ଦଳରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରି ଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରିଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା,