Genesis 33:11 — Compare Translations
5 translations compared side by side
Odia - 1840
"ସତଣୁ ମୁଁ ବିନତୀ କରୁଛି ତୁମ୍ଲଭସମାର ଉପହାର ଗ୍ରହଣ କର। ପରଲମଶ୍ବରସମା ପ୍ରତି ସଦଯସହାଇଛନ୍ତି।ସମାର ଆବଶ୍ଯକତାଠାରୁ ଅଧିକ ପାଇଛି। ଯାକୁବ ଏଲଷୗକୁ ଉପହାରଗୁଡ଼ିକ ଗ୍ରହଣ କରିବା ପାଇଁ ପ୍ରବର୍ତ୍ତାଇଲଲ।ସତଣୁସସସସଗୁଡ଼ିକୁ ଗ୍ରହଣ କଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ଵର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି ମୋହର ସବୁ ଅଛି । ଏହି ରୂପେ ଅତ୍ୟ; ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ବିନତି କରୁଛି ତୁମ୍ଭେ ମୋର ଉପହାର ଗ୍ରହଣ କର। ପରମେଶ୍ୱର ମୋ’ ପ୍ରତି ସଦୟ ହୋଇଛନ୍ତି। ମୋର ଆବଶ୍ୟକତାଠାରୁ ଅଧିକ ପାଇଛି।” ଯାକୁବ ଏଷୌକୁ ଉପହାରଗୁଡ଼ିକ ଗ୍ରହଣ କରିବା ପାଇଁ ପ୍ରବର୍ତ୍ତାଇଲେ। ତେଣୁ ସେ ସେଗୁଡ଼ିକୁ ଗ୍ରହଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା।