Genesis 33:12 — Compare Translations

5 translations compared side by side

Odia - 1840
"ଏହାପଲର ଏଲଷୗ କହିଲଲ, ତୁମ୍ଲଭ ତୁମ୍ଭର ୟାତ୍ରା ଚାଲୁ ରଖ। ମୁଁ ମଧ୍ଯ ତୁମ୍ଭ ସହିତ ୟିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଏଷୌ କହିଲା, ଆସ, ଆମ୍ଭେମାନେ ଯିବା, ମୁଁ ତୁମ୍ଭମାନଙ୍କ ଆଗେ ଆଗେ ଯାଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଏଷୌ କହିଲେ, “ତୁମ୍ଭେ ତୁମ୍ଭର ଯାତ୍ରା ଗ୍ଭଲୁ ରଖ। ମୁଁ ମଧ୍ୟ ତୁମ୍ଭ ସହିତ ଯିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଏଷୌ କହିଲା, “ଆସ, ଆମ୍ଭେମାନେ ଯିବା, ମୁଁ ତୁମ୍ଭମାନଙ୍କ ଆଗେ ଆଗେ ଯାଉଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଏଷୌ କହିଲା, “ଆସ, ଆମ୍ଭେମାନେ ଯିବା, ମୁଁ ତୁମ୍ଭମାନଙ୍କ ଆଗେ ଆଗେ ଯାଉଅଛି।”