Genesis 33:13 — Compare Translations

5 translations compared side by side

Odia - 1840
"କିନ୍ତୁ ଯାକୁବ ତାଙ୍କୁ କହିଲଲ, ତୁମ୍ଲଭ ଜାଣସମାର ସନ୍ତାନଗଣସଛାଟ ଏବଂ ମୁଁସମାର ପଶୁଗଣଙ୍କର ଓ ତାଙ୍କର ଛୁଆମାନଙ୍କ ପ୍ରତି ଯତ୍ନବାନ୍ସହବାକୁ ପଡ଼ିବ। ମୁଁ ଯଦି ତାଙ୍କୁ ବଳପୂର୍ବକସଗାଟିଏ ଦିନସର ବହୁତ ବାଟସନଇୟାଏସତଲବ ସମସ୍ତ ପଶୁ ମରିଯିଲବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯାକୁବ କହିଲା, ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋʼ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯାକୁବ ତାଙ୍କୁ କହିଲେ, “ତୁମ୍ଭେ ଜାଣ ମୋର ସନ୍ତାନଗଣ ଛୋଟ ଏବଂ ମୁଁ ମୋର ପଶୁଗଣଙ୍କର ଓ ତାଙ୍କର ଛୁଆମାନଙ୍କ ପ୍ରତି ଯତ୍ନବାନ୍ ହେବାକୁ ପଡ଼ିବ। ମୁଁ ଯଦି ତାଙ୍କୁ ବଳପୂର୍ବକ ଗୋଟିଏ ଦିନରେ ବହୁତ ବାଟ ନେଇଯାଏ ତେବେ ସମସ୍ତ ପଶୁ ମରିଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋʼ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋ’ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ।