Genesis 33:14 — Compare Translations
5 translations compared side by side
Odia - 1840
"ସତଣୁସମାର ପ୍ରଭୁ ତୁମ୍ଲଭ ଆମ୍ଭ ଆଗସର ଚାଲ, ମୁଁ ତୁମ୍ଭକୁ ଧିସର ଧିସର ଅନୁସରଣ କରିବି, ପଶୁମାନଙ୍କର ନିରାପଦ ପାଇଁ। ମୁଁ ଏଥିପାଇଁ ଧିସର ୟିବି କାରଣସମାରପିଲାମାଲନ କ୍ଲାନ୍ତସହାଇ ପଡ଼ିଲବ। ମୁଁ ତୁମ୍ଭକୁସସଯୀରସର ସାକ୍ଷାତ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ନିବେଦନ କରୁଅଛି, ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋʼ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋର ପ୍ରଭୁ ତୁମ୍ଭେ ଆମ୍ଭ ଆଗରେ ଗ୍ଭଲ, ମୁଁ ତୁମ୍ଭକୁ ଧୀରେ ଧୀରେ ଅନୁସରଣ କରିବି, ପଶୁମାନଙ୍କର ନିରାପଦ ପାଇଁ। ମୁଁ ଏଥିପାଇଁ ଧୀରେ ଯିବି କାରଣ ମୋର ପିଲାମାନେ କ୍ଳାନ୍ତ ହୋଇ ପଡ଼ିବେ। ମୁଁ ତୁମ୍ଭକୁ ସେୟୀରରେ ସାକ୍ଷାତ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ନିବେଦନ କରୁଅଛି, ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋʼ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ନିବେଦନ କରୁଅଛି, “ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋ’ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି।”