Genesis 33:15 — Compare Translations

5 translations compared side by side

Odia - 1840
"ସତଣୁ ଏଲଷୗ କହିଲଲ, ତୁମ୍ଭର ସାହାୟ୍ଯ ପାଇଁ ମୁଁସମାରକିଛିସଲାକଙ୍କୁ ଛାଡ଼ି ଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଷୌ କହିଲା, ତେବେ ମୋʼ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି । ଯାକୁବ କହିଲା, କି ପ୍ରୟୋଜନ? ମୋʼ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏଷୌ କହିଲେ, “ତୁମ୍ଭର ସାହାଯ୍ୟ ପାଇଁ ମୁଁ ମୋର କିଛି ଲୋକଙ୍କୁ ଛାଡ଼ି ଯାଉଛି।” କିନ୍ତୁ ଯାକୁବ କହିଲେ, “ଏହା ତୁମ୍ଭର ଦୟା ହେବ। କିନ୍ତୁ ଏସବୁ କରିବାର କିଛି ଆବଶ୍ୟକ ନାହିଁ।” ମାତ୍ର ପ୍ରଭୁଙ୍କର ଆନୁଗ୍ରହ ଥାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଷୌ କହିଲା, “ତେବେ ମୋʼ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ? ମୋʼ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।”
Odia IRV 2017 (ଓଡିଆ ବାଇବେଲ)
ଏଷୌ କହିଲା, “ତେବେ ମୋ’ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ? ମୋ’ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।”