Genesis 33:16 — Compare Translations

5 translations compared side by side

Odia - 1840
"ସତଣୁସସହିଦିନ ଏଲଷୗସସଯୀରକୁସଫରିବା ୟାତ୍ରା ଆରମ୍ଭ କଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହଁରେ ଏଷୌ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ଦିନ ଏଷୌ ସେୟୀରକୁ ଫେରିବା ପାଇଁ ଯାତ୍ରା ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହଁରେ ଏଷୌ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା।
Odia IRV 2017 (ଓଡିଆ ବାଇବେଲ)
ତହଁରେ ଏଷୌ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା।