Genesis 33:17 — Compare Translations
5 translations compared side by side
Odia - 1840
"କିନ୍ତୁ ଯାକୁବ ସୁକ୍କୋତକୁ ଗଲଲ।ସସହି ସ୍ଥାନସରସସ ଆପଣା ପାଇଁ ଏକ ଗୃହ ତିଆରି କଲଲ ଓ ପଶୁମାନଙ୍କ ପାଇଁ କୁଡ଼ିଆ ତିଆରି କଲଲ।ସତଣୁସସହି ସ୍ଥାନର ନାମ ସୁକ୍କୋତସହଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯାକୁବ ସୁକ୍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍କୋତ (କୁଡ଼ିଆ) ନାମରେ ବିଖ୍ୟାତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯାକୁବ ସୁକ୍କୋତକୁ ଗଲେ। ସେହି ସ୍ଥାନରେ ସେ ଆପଣା ପାଇଁ ଏକ ଗୃହ ତିଆରି କଲେ ଓ ପଶୁମାନଙ୍କ ପାଇଁ କୁଡ଼ିଆ ତିଆରି କଲେ। ତେଣୁ ସେହି ସ୍ଥାନର ନାମ ସୁକ୍କୋତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯାକୁବ ସୁକ୍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍କୋତ ନାମରେ ବିଖ୍ୟାତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯାକୁବ ସୁକ୍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍କୋତ ନାମରେ ବିଖ୍ୟାତ ହୋଇଅଛି।