Genesis 33:18 — Compare Translations
5 translations compared side by side
Odia - 1840
"ଏହି ପ୍ରକାସର ଯାକୁବ ପଦ୍ଦନ୍ ଅରାମଠାରୁ ବାହାରି କୁଶଳସର କିଣାନସଦଶସ୍ଥ ଶିଖିମର ଏକ ନଗରସର ଉପସ୍ଥିତସହାଇ ନଗରର ବାହାସର ତମ୍ବୁ ସ୍ଥାପନ କଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ଯାକୁବ ପଦ୍ଦନ୍ ଅରାମଠାରୁ ବାହାରି କୁଶଳରେ କିଣାନ ଦେଶସ୍ଥ ଶିଖିମର ଏକ ନଗରରେ ଉପସ୍ଥିତ ହୋଇ ନଗରର ବାହାରେ ତମ୍ଵୁ ସ୍ଥାପନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରକାରେ ଯାକୁବ ପଦ୍ଦନ୍ ଅରାମଠାରୁ ବାହାରି କୁଶଳରେ କିଣାନ ଦେଶସ୍ଥ ଶିଖିମର ଏକ ନଗରରେ ଉପସ୍ଥିତ ହୋଇ ନଗରର ବାହାରେ ତମ୍ବୁ ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ଯାକୁବ ପଦ୍ଦନ୍ ଅରାମଠାରୁ ବାହାରି କୁଶଳରେ କିଣାନ ଦେଶସ୍ଥ ଶିଖିମର ଏକ ନଗରରେ ଉପସ୍ଥିତ ହୋଇ ନଗରର ବାହାରେ ତମ୍ବୁ ସ୍ଥାପନ କଲା।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ଯାକୁବ ପଦ୍ଦନ୍ ଅରାମଠାରୁ ବାହାରି କୁଶଳରେ କିଣାନ ଦେଶସ୍ଥ ଶିଖିମର ଏକ ନଗରରେ ଉପସ୍ଥିତ ହୋଇ ନଗରର ବାହାରେ ତମ୍ବୁ ସ୍ଥାପନ କଲା।