Genesis 33:19 — Compare Translations

5 translations compared side by side

Odia - 1840
"ଏହାପଲର ଶିଖିମର ପିତା ହସମାରର ସନ୍ତାନମାନଙ୍କୁ ଏକଶ କସୀତା ନାମକସର ୗପ୍ୟ ମୁଦ୍ରାଲଦଇସସହି ତମ୍ବୁ ସ୍ଥାନଟିକୁ କିଣିଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ଵୁ ସ୍ଥାପନର ଭୂମିଖଣ୍ତ କିଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକଶ କସୀତା ନାମକ ରୌପ୍ୟ ମୁଦ୍ରାଦେଇ ସେହି ତମ୍ବୁ ସ୍ଥାନଟିକୁ କିଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକ ଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା।