Genesis 33:2 — Compare Translations
5 translations compared side by side
Odia - 1840
"ଯାକୁବ, ଆଲଗ ଦୁଇ ଦାସୀ ଓସସମାନଙ୍କର ସନ୍ତାନଗଣଙ୍କୁ ତା' ପଲଛସଲୟା ଓ ତା'ର ସନ୍ତାନଗଣ, ସବା ଶଲଷସର ରାଲହଲ ଓସଯାଲଷଫକୁ ରଖିଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଆଗେ ଦୁଇ ଦାସୀ ଓ ସେମାନଙ୍କ ସନ୍ତାନଗଣକୁ, ତାହା ପଛେ ଲେୟା ଓ ତାହାର ସନ୍ତାନଗଣକୁ, ସର୍ବଶେଷରେ ରାହେଲ ଓ ଯୋଷେଫକୁ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ, ଆଗେ ଦୁଇ ଦାସୀ ଓ ସେମାନଙ୍କର ସନ୍ତାନଗଣଙ୍କୁ ତା’ ପଛେ ଲେୟା ଓ ତା’ର ସନ୍ତାନଗଣ, ସବା ଶେଷରେ ରାହେଲ ଓ ଯୋଷେଫକୁ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ଆଗେ ଦୁଇ ଦାସୀ ଓ ସେମାନଙ୍କ ସନ୍ତାନଗଣକୁ, ତାହା ପଛେ ଲେୟା ଓ ତାହାର ସନ୍ତାନଗଣକୁ, ସର୍ବଶେଷରେ ରାହେଲ ଓ ଯୋଷେଫକୁ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ଆଗେ ଦୁଇ ଦାସୀ ଓ ସେମାନଙ୍କ ସନ୍ତାନଗଣକୁ, ତାହା ପଛେ ଲେୟା ଓ ତାହାର ସନ୍ତାନଗଣକୁ, ସର୍ବଶେଷରେ ରାହେଲ ଓ ଯୋଷେଫକୁ ରଖିଲା।