Genesis 33:20 — Compare Translations
5 translations compared side by side
Odia - 1840
"ପୁଣି ଯାକୁବସସଠାଲର ପରଲମଶ୍ବରଙ୍କର ଉପାସନା ପାଇଁ ଏକ ୟଜ୍ଞବଲଦୀ ସ୍ଥାପନ କଲଲ। ଯାକୁବସସହି ସ୍ଥାନର ନାମସଦଲଲ, ଏଲ ଇଶ୍ରାଲୟଲର ପରଲମଶ୍ବର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ (ପରମେଶ୍ଵର ଇସ୍ରାଏଲର ପରମେଶ୍ଵର) ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯାକୁବ ସେଠାରେ ପରମେଶ୍ୱରଙ୍କର ଉପାସନା ପାଇଁ ଏକ ଯଜ୍ଞବେଦି ସ୍ଥାପନ କଲେ। ଯାକୁବ ସେହି ସ୍ଥାନର ନାମ ଦେଲେ, “ଏଲ ଇସ୍ରାଏଲର ପରମେଶ୍ୱର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।