Genesis 33:3 — Compare Translations
5 translations compared side by side
Odia - 1840
"ସସମାନଙ୍କୁ ଆଗସର ଯାକୁବ ଗଲା,ସସସଯଲତଲବଲଳ ଭାଇର ନିକଟବର୍ତ୍ତୀସହଲା। ଭକ୍ତିସଦଖାଇବା ପାଇଁ ଯାକୁବ ସାତଥର ଭୂମିଷ୍ଠ ପ୍ରଣାମ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆପେ ସମସ୍ତଙ୍କ ଆଗେ ଯାଇ ସାତଥର ଭୂମିଷ୍ଠ ପ୍ରଣାମ କରୁ କରୁ ଆପଣା ଭ୍ରାତା ନିକଟରେ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଆଗରେ ଯାକୁବ ଗଲେ, ସେ ଯେତେବେଳେ ଭାଇର ନିକଟବର୍ତ୍ତୀ ହେଲେ। ଭକ୍ତି ଦେଖାଇବା ପାଇଁ ଯାକୁବ ସାତଥର ଭୂମିଷ୍ଠ ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପେ ସମସ୍ତଙ୍କ ଆଗେ ଯାଇ ସାତ ଥର ଭୂମିଷ୍ଠ ପ୍ରଣାମ କରୁ କରୁ ଆପଣା ଭ୍ରାତା ନିକଟରେ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପେ ସମସ୍ତଙ୍କ ଆଗେ ଯାଇ ସାତଥର ଭୂମିଷ୍ଠ ପ୍ରଣାମ କରୁ କରୁ ଆପଣା ଭ୍ରାତା ନିକଟରେ ଉପସ୍ଥିତ ହେଲା।