Genesis 33:4 — Compare Translations

5 translations compared side by side

Odia - 1840
"ସଯଲତଲବଲଳ ଏଲଷୗ ଯାକୁବକୁସଦଖିଲଲସସ ତାଙ୍କୁ ଭଲଟିବା ପାଇଁ ଦୌଡ଼ିଗଲଲ। ଏହାପଲରସସ ତା'ର ଗଳାଧରି ଆଲିଙ୍ଗନ ଓ ଚୁମ୍ବନ କଲଲ, ପୁଣି ଦୁସହଁ କାନ୍ଦିବାକୁ ଲାଗିଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ଵନ କଲା, ପୁଣି ଦୁହେଁ ରୋଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଏଷୌ ଯାକୁବଙ୍କୁ ଦେଖିଲେ ସେ ତାଙ୍କୁ ଭେଟିବା ପାଇଁ ଦୌଡ଼ିଗଲେ। ଏହା ପରେ ସେ ତାଙ୍କର ଗଳାଧରି ଆଲିଙ୍ଗନ ଓ ଚୁମ୍ବନ କଲେ, ପୁଣି ଦୁହେଁ କାନ୍ଦିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ।