Genesis 33:5 — Compare Translations
5 translations compared side by side
Odia - 1840
"ଏଲଷୗ ସ୍ତ୍ରୀ ଓ ପିଲାମାନଙ୍କୁସଦଖିଲଲ,ସସ ପଚାରିଲଲ, ତୁମ୍ଭ ସହିତ ଏହିସଲାକମାଲନ କିଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା, ତୁମ୍ଭ ସଙ୍ଗେ ଏମାନେ କିଏ? ତହିଁରେ ସେ କହିଲା, ପରମେଶ୍ଵର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏଷୌ, ସ୍ତ୍ରୀ ଓ ପିଲାମାନଙ୍କୁ ଦେଖିଲେ, ସେ ପଗ୍ଭରିଲେ, “ତୁମ୍ଭ ସହିତ ଏହି ଲୋକମାନେ କିଏ?” ଯାକୁବ ଉତ୍ତର ଦେଲେ, “ପରମେଶ୍ୱର ମୋତେ ଦୟା କରି ଏ ସମସ୍ତ ସନ୍ତାନ ଦେଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା, “ତୁମ୍ଭ ସଙ୍ଗେ ଏମାନେ କିଏ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା,” ତୁମ୍ଭ ସଙ୍ଗେ ଏମାନେ କିଏ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।”