Genesis 33:6 — Compare Translations

5 translations compared side by side

Odia - 1840
"ଏହାପଲର ଦୁଇଦାସୀ ଓ ତାହାର ପିଲାମାଲନ ଏଲଷୗ ନିକଟକୁ ଗଲଲ।ସସମାଲନ ଏଲଷୗକୁ ଭୂମିଷ୍ଠ ପ୍ରଣାମ କଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାସୀଗଣ ଓ ସେମାନଙ୍କ ସନ୍ତାନମାନେ ନିକଟକୁ ଆସି ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦୁଇଦାସୀ ଓ ତାହାର ପିଲାମାନେ ଏଷୌ ନିକଟକୁ ଗଲେ। ସେମାନେ ଏଷୌକୁ ଭୂମିଷ୍ଠ ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାସୀଗଣ ଓ ସେମାନଙ୍କ ସନ୍ତାନମାନେ ନିକଟକୁ ଆସି ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାସୀଗଣ ଓ ସେମାନଙ୍କ ସନ୍ତାନମାନେ ନିକଟକୁ ଆସି ପ୍ରଣାମ କଲେ।