Genesis 33:7 — Compare Translations
5 translations compared side by side
Odia - 1840
"ଏହାପଲରସଲୟା ଏବଂ ତାଙ୍କର ସନ୍ତାନଗଣ ଏଲଷୗକୁ ପ୍ରଣାମ କଲଲ। ଏବଂ ଏହାପଲର ରାଲହଲ ଓସଯାଲଷଫ ଏଲଷୗ ନିକଟକୁ ୟାଇ ପ୍ରଣାମ କଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲେୟା ଏବଂ ତାଙ୍କର ସନ୍ତାନଗଣ ଏଷୌକୁ ପ୍ରଣାମ କଲେ। ଏବଂ ଏହା ପରେ ରାହେଲ ଓ ଯୋଷେଫ ଏଷୌ ନିକଟକୁ ଯାଇ ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ।