Genesis 33:8 — Compare Translations

5 translations compared side by side

Odia - 1840
"ଏଲଷୗ କହିଲଲ, ମୁଁ ଆସିବା ସମୟଲରସଯଉଁମାନଙ୍କୁସଦଖିଲିସସମାଲନ କିଏ?ସସ ପଶୁଗୁଡ଼ିକ କାହା ନିମନ୍ଲତ ନଲଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଏଷୌ ପଚାରିଲା, ମୁଁ ଆଗେ ଯେଉଁ ସବୁ (ପଶ୍ଵାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ? ଯାକୁବ କହିଲା, ମୋʼ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଷୌ କହିଲେ, “ମୁଁ ଆସିବା ସମୟରେ ଯେଉଁମାନଙ୍କୁ ଦେଖିଲି ସେମାନେ କିଏ? ସେ ପଶୁଗୁଡ଼ିକ କାହା ନିମନ୍ତେ ନେଉଛନ୍ତି।” ଯାକୁବ ଉତ୍ତର ଦେଲେ, “ସେଗୁଡ଼ିକୁ ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଉପହାର ଦେଇଛି। ତେଣୁ ମୋତେ ଗ୍ରହଣ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ?” ଯାକୁବ କହିଲା, “ମୋʼ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁ ସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ?” ଯାକୁବ କହିଲା, “ମୋ’ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।”