Genesis 33:9 — Compare Translations
5 translations compared side by side
Odia - 1840
"କନ୍ତୁ ଏଲଷୗ କହିଲଲ, ତୁମ୍ଭରସମାଲତ କିଛି ଉପହାରସଦବା ଦରକାର ନାହିଁ, ଭାଇସମା ପାଇଁ ବହୁତ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଏଷୌ କହିଲା, ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏଷୌ କହିଲେ, “ତୁମ୍ଭର ମୋତେ କିଛି ଉପହାର ଦେବା ଦରକାର ନାହିଁ, ଭାଇ ମୋ’ ପାଇଁ ବହୁତ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଏଷୌ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଏଷୌ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।”