Genesis 34:10 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଆମ୍ଭମାନଙ୍କ ସହିତ ଏହି ଦେଶ ରେ ବାସ କରିବ, ବାଣଜ୍ଯ କରିବ ଓ ଭୂମି ଗ୍ରହଣ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାହେଲେ, ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ବାସ କରିବ; ଦେଶଯାକ ତୁମ୍ଭମାନଙ୍କର ଆଗରେ ପଡ଼ିଛି, ତହିଁରେ ବାସ କର ଓ ବାଣିଜ୍ୟ କର ଓ ଅଧିକାର କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ଏହି ଦେଶରେ ବାସ କରିବ, ବାଣିଜ୍ୟ କରିବ ଓ ଭୂମି ଗ୍ରହଣ କରି ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାହେଲେ, ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ବାସ କରିବ; ସାରା ଦେଶ ତୁମ୍ଭମାନଙ୍କର ଆଗରେ ପଡ଼ିଛି, ତହିଁରେ ବାସ କର ଓ ବାଣିଜ୍ୟ କର ଓ ଅଧିକାର କର।”
Odia IRV 2017 (ଓଡିଆ ବାଇବେଲ)
ତାହାହେଲେ, ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ବାସ କରିବ; ସାରା ଦେଶ ତୁମ୍ଭମାନଙ୍କର ଆଗରେ ପଡ଼ିଛି, ତହିଁରେ ବାସ କର ଓ ବାଣିଜ୍ୟ କର ଓ ଅଧିକାର କର।”