Genesis 34:11 — Compare Translations

5 translations compared side by side

Odia - 1840
"ଶିଖିମ ମଧ୍ଯ ଯାକୁବ ଓ ତାଙ୍କର ଭାଇମାନଙ୍କ ସହିତ କଥା ହେଲେ। ଶିଖିମ କହିଲେ, ଦୟାକରି ମାେତେ ଗ୍ରହଣ କର। ତୁମ୍ଭେ ଯାହା କହିବ ମୁଁ ତାହା କରିବାକୁ ପ୍ରସ୍ତୁତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶିଖିମ ଦୀଣାର ପିତାକୁ ଓ ଭ୍ରାତୃଗଣକୁ କହିଲା, ମୋʼ ପ୍ରତି ତୁମ୍ଭମାନଙ୍କର ଅନୁଗ୍ରହ ଦୃଷ୍ଟି ହେଉ, ତହିଁରେ ଯାହା କହିବ, ତାହା ମୁଁ ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ଶିଖିମ ମଧ୍ୟ ଯାକୁବ ଓ ତାଙ୍କର ଭାଇମାନଙ୍କ ସହିତ କଥା ହେଲା। ଶିଖିମ କହିଲା, “ଦୟାକରି ମୋତେ ଗ୍ରହଣ କର। ତୁମ୍ଭେ ଯାହା କହିବ ମୁଁ ତାହା କରିବାକୁ ପ୍ରସ୍ତୁତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶିଖିମ ଦୀଣାର ପିତାକୁ ଓ ଭ୍ରାତୃଗଣକୁ କହିଲା, “ମୋʼ ପ୍ରତି ତୁମ୍ଭମାନଙ୍କର ଅନୁଗ୍ରହ ଦୃଷ୍ଟି ହେଉ, ତହିଁରେ ଯାହା କହିବ, ତାହା ମୁଁ ଦେବି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶିଖିମ ଦୀଣାର ପିତାକୁ ଓ ଭ୍ରାତୃଗଣକୁ କହିଲା, “ମୋ’ ପ୍ରତି ତୁମ୍ଭମାନଙ୍କର ଅନୁଗ୍ରହ ଦୃଷ୍ଟି ହେଉ, ତହିଁରେ ଯାହା କହିବ, ତାହା ମୁଁ ଦେବି।