Genesis 34:12 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ସବୁ କିଛି ଉପହାର ଦବେି ଏବଂ ସବୁ ଟଙ୍କା ଦବେି, ଯାହା ତୁମ୍ଭେ ମାଗୁଛ। ମାତ୍ର ଏହି କନ୍ଯାକୁ ମାେତେ ବିବାହ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋʼ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସବୁକିଛି ଉପହାର ଦେବି ଏବଂ ସବୁ ଟଙ୍କା ଦେବି, ଯାହା ତୁମ୍ଭେ ମାଗୁଛ। ମାତ୍ର ଏହି କନ୍ୟାକୁ ମୋତେ ବିବାହ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋʼ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ।”
Odia IRV 2017 (ଓଡିଆ ବାଇବେଲ)
ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋ’ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ।”