Genesis 34:13 — Compare Translations

5 translations compared side by side

Odia - 1840
"ଯାକୁବର ପୁତ୍ରମାନେ ଶିଖିମକୁ ଓ ତା'ର ପିତାଙ୍କୁ ମଧ୍ଯ ମିଥ୍ଯା କହିବାପାଇଁ ନିଷ୍ପତ୍ତି ନେଲେ। ତା'ର ଭାଇମାନେ ସେତବେେଳେ ପାଗଳ ପ୍ରାଯ ଥିଲେ କାରଣ ଦୀଣାକୁ ଶିଖିମ ଭ୍ରଷ୍ଠା କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଶିଖିମ ଯାକୁବର ପୁତ୍ରମାନଙ୍କ ଭଉଣୀ ଦୀଣାକୁ ଭ୍ରଷ୍ଟା କରିଥିବାରୁ ସେମାନେ ଶିଖିମ ଓ ତାହାର ପିତା ହମୋର ସଙ୍ଗେ ଛଳ ଭାବରେ କଥାବାର୍ତ୍ତା କରି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବର ପୁତ୍ରମାନେ ଶିଖିମକୁ ଓ ତା’ର ପିତାଙ୍କୁ ମିଥ୍ୟା କହିବା ପାଇଁ ନିଷ୍ପତ୍ତି ନେଲେ। ତା’ର ଭାଇମାନେ ସେତେବେଳେ ପାଗଳ ପ୍ରାୟ ଥିଲେ କାରଣ ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଶିଖିମ ଯାକୁବର ପୁତ୍ରମାନଙ୍କ ଭଉଣୀ ଦୀଣାକୁ ଭ୍ରଷ୍ଟା କରିଥିବାରୁ ସେମାନେ ଶିଖିମ ଓ ତାହାର ପିତା ହମୋର ସଙ୍ଗେ ଛଳ ଭାବରେ କଥାବାର୍ତ୍ତା କରି କହିଲେ,
Odia IRV 2017 (ଓଡିଆ ବାଇବେଲ)
ତେବେ ଶିଖିମ ଯାକୁବର ପୁତ୍ରମାନଙ୍କ ଭଉଣୀ ଦୀଣାକୁ ଭ୍ରଷ୍ଟା କରିଥିବାରୁ ସେମାନେ ଶିଖିମ ଓ ତାହାର ପିତା ହମୋର ସଙ୍ଗେ ଛଳ ଭାବରେ କଥାବାର୍ତ୍ତା କରି କହିଲେ,