Genesis 34:14 — Compare Translations
5 translations compared side by side
Odia - 1840
"ତେଣୁ ଭାଇମାନେ ତାଙ୍କୁ କହିଲେ, ଆମ୍ଭମାନେେ ତୁମ୍ଭ ସହିତ ଆମର ଭଉଣୀକୁ ବୀବୀହ ଦଇପୋରିବୁ ନାହିଁ। କାରଣ ତୁମ୍ଭମାନେେ ଏପର୍ୟ୍ଯନ୍ତ ସୁନ୍ନତ ହାଇେ ନାହଁ। ଆମ ଭଉଣୀ ସହିତ ବିବାହ କରିବା ଏହା ବହୁତ ଭୁଲ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଅସୁନ୍ନତ ଲୋକକୁ ଆପଣା ଭଉଣୀକୁ ଦେବାର କର୍ମ କରି ନ ପାରୁ, ତାହା କଲେ, ଆମ୍ଭମାନଙ୍କର ଅପଖ୍ୟାତି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଭାଇମାନେ ତାକୁ କହିଲେ, “ଆମ୍ଭେମାନେ ତୁମ୍ଭ ସହିତ ଆମ୍ଭର ଭଉଣୀକୁ ବିବାହ ଦେଇ ପାରିବୁ ନାହିଁ। କାରଣ ତୁମ୍ଭେମାନେ ଏପର୍ଯ୍ୟନ୍ତ ସୁନ୍ନତ ହୋଇ ନାହଁ। ଆମ୍ଭ ଭଉଣୀ ସହିତ ବିବାହ କରିବା ବହୁତ ଭୁଲ୍ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେମାନେ ଅସୁନ୍ନତ ଲୋକକୁ ଆପଣା ଭଉଣୀକୁ ଦେବାର କର୍ମ କରି ନ ପାରୁ, ତାହା କଲେ, ଆମ୍ଭମାନଙ୍କର ଅପଖ୍ୟାତି ହେବ।
Odia IRV 2017 (ଓଡିଆ ବାଇବେଲ)
“ଆମ୍ଭେମାନେ ଅସୁନ୍ନତ ଲୋକକୁ ଆପଣା ଭଉଣୀକୁ ଦେବାର କର୍ମ କରି ନ ପାରୁ, ତାହା କଲେ, ଆମ୍ଭମାନଙ୍କର ଅପଖ୍ୟାତି ହେବ।