Genesis 34:17 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ସୁନ୍ନତ ହବୋ ପାଇଁ ମନା କର ତବେେ ଆମ୍ଭେ ଆମ୍ଭର ଭଉଣୀ ଦୀଣାକୁ ନଇୟିବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ଯେବେ ସୁନ୍ନତ ବିଷୟରେ ଆମ୍ଭମାନଙ୍କ କଥା ନ ଶୁଣ, ତେବେ ଆମ୍ଭେମାନେ ସେହି କନ୍ୟାକୁ ଘେନି ଚାଲିଯିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ସୁନ୍ନତ ହେବା ପାଇଁ ମନା କର ତେବେ ଆମ୍ଭେ ଆମ୍ଭର ଭଉଣୀ ଦୀଣାକୁ ନେଇଯିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ଯଦି ସୁନ୍ନତ ବିଷୟରେ ଆମ୍ଭମାନଙ୍କ କଥା ନ ଶୁଣ, ତେବେ ଆମ୍ଭେମାନେ ସେହି କନ୍ୟାକୁ ଘେନି ଚାଲିଯିବା।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ଯଦି ସୁନ୍ନତ ବିଷୟରେ ଆମ୍ଭମାନଙ୍କ କଥା ନ ଶୁଣ, ତେବେ ଆମ୍ଭେମାନେ ସେହି କନ୍ୟାକୁ ଘେନି ଚାଲିଯିବା।”