Genesis 34:18 — Compare Translations

5 translations compared side by side

Odia - 1840
"ଏହି ଚୁକ୍ତି ହ ମାରେ ଓ ଶିଖିମକୁ ଖୁସି କରାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେମାନଙ୍କର ଏହି କଥାରେ ହମୋର ଓ ତାହାର ପୁତ୍ର ଶିଖିମ ସନ୍ତୁଷ୍ଟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଚୁକ୍ତି ହମୋର ଓ ଶିଖିମକୁ ଖୁସୀ କରାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେମାନଙ୍କର ଏହି କଥାରେ ହମୋର ଓ ତାହାର ପୁତ୍ର ଶିଖିମ ସନ୍ତୁଷ୍ଟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେମାନଙ୍କର ଏହି କଥାରେ ହମୋର ଓ ତାହାର ପୁତ୍ର ଶିଖିମ ସନ୍ତୁଷ୍ଟ ହେଲେ।