Genesis 34:19 — Compare Translations
5 translations compared side by side
Odia - 1840
"ଦୀଣାର ଭାଇମାନଙ୍କର କଥାନୁସା ରେ ସୁନ୍ନତ ହବୋକୁ ଖୁସି ରେ ଗ୍ରହଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ଯୁବା ଅତିଶୀଘ୍ର ସେ କର୍ମ କଲା, କାରଣ ସେ ଯାକୁବର କନ୍ୟାଠାରେ ଅତିଶୟ ଆସକ୍ତ ଥିଲା । ସେହି ଶିଖିମ ଆପଣା ପିତୃପରିବାର ସମସ୍ତଙ୍କଠାରୁ ଅଧିକ ସମ୍ଭ୍ରାନ୍ତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦୀଣାର ଭାଇମାନଙ୍କର କଥାନୁସାରେ ସୁନ୍ନତ ହେବାକୁ ଖୁସୀରେ ଗ୍ରହଣ କଲେ। ଶିଖିମ ତାଙ୍କ ବଂଶରେ ବହୁ ସମ୍ମାନୀୟ ବ୍ୟକ୍ତି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଯୁବା ଅତି ଶୀଘ୍ର ସେ କର୍ମ କଲା, କାରଣ ସେ ଯାକୁବର କନ୍ୟାଠାରେ ଅତିଶୟ ଆସକ୍ତ ଥିଲା। ସେହି ଶିଖିମ ଆପଣା ପିତୃପରିବାର ସମସ୍ତଙ୍କଠାରୁ ଅଧିକ ସମ୍ଭ୍ରାନ୍ତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଯୁବା ଅତିଶୀଘ୍ର ସେ କର୍ମ କଲା, କାରଣ ସେ ଯାକୁବର କନ୍ୟାଠାରେ ଅତିଶୟ ଆସକ୍ତ ଥିଲା। ସେହି ଶିଖିମ ଆପଣା ପିତୃପରିବାର ସମସ୍ତଙ୍କଠାରୁ ଅଧିକ ସମ୍ଭ୍ରାନ୍ତ ଥିଲା।