Genesis 34:2 — Compare Translations
5 translations compared side by side
Odia - 1840
"ସହେି ଦେଶର ରାଜା ଥିଲେ ହମାରେ। ତାଙ୍କର ପୁତ୍ର ଶିଖିମ ଦୀଣାକୁ ଦେଖିଲା। ଶିଖିମ ଦୀଣାକୁ ବଳପୂର୍ବକ ନଇଗେଲା ଏବଂ ତାକୁ ଧର୍ଷଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦେଶର ରାଜା ଥିଲେ ହମୋର। ତାଙ୍କର ପୁତ୍ର ଶିଖିମ ଦୀଣାକୁ ଦେଖିଲା। ଶିଖିମ ଦୀଣାକୁ ବଳପୂର୍ବକ ନେଇଗଲା ଏବଂ ତାକୁ ଧର୍ଷଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି, ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି, ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା।