Genesis 34:20 — Compare Translations
5 translations compared side by side
Odia - 1840
"ହ ମାରେ ଓ ଶିଖିମ ତାଙ୍କ ସହରର ସଭାସ୍ଥଳକୁ ଗଲା। ସମାନେେ ସହେି ସହରର ଲୋକମାନଙ୍କୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗରଦ୍ଵାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ;
Odia Bible ERV 2004 (ପବିତ୍ର ବାଇବଲ)
ହମୋର ଓ ଶିଖିମ ତାଙ୍କ ସହରର ସଭାସ୍ଥଳକୁ ଗଲେ। ସେମାନେ ସେହି ସହରର ଲୋକମାନଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗର-ଦ୍ୱାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗରଦ୍ୱାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ;