Genesis 34:21 — Compare Translations
5 translations compared side by side
Odia - 1840
"ଏହି ଲୋକମାନେ ଆମ ସହିତ ବନ୍ଧୁତା କରିବାକୁ ଚାହୁଁଛନ୍ତି। ଆମ୍ଭମାନେେ ଆମ୍ଭ ଦେଶ ରେ ତାଙ୍କୁ ଶାନ୍ତେ ରେ ବାସ କରିବାକୁ ଦବୋ। ଆମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପାଇଁ ୟଥେଷ୍ଟ ଭୂମି ଅଛି। ଆମ୍ଭମାନେେ ତାଙ୍କ କନ୍ଯାମାନଙ୍କୁ ବିବାହ କରି ପାରିବା। ଆମ୍ଭମାନେେ ମଧ୍ଯ ଆମ୍ଭମାନଙ୍କର କନ୍ଯାମାନଙ୍କୁ ତାଙ୍କ ସହିତ ବିବାହ ଦଇେ ପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଲୋକମାନେ ଆମ୍ଭମାନଙ୍କ ସହିତ ନିର୍ବିରୋଧୀ; ଏଣୁକରି ଏମାନଙ୍କୁ ଏହି ଦେଶରେ ବାସ ଓ ବାଣିଜ୍ୟ କରିବାକୁ ଦିଆଯାଉ; କାରଣ ଦେଖ, ଏ ଦେଶ ସେମାନଙ୍କ ନିମନ୍ତେ ଯଥେଷ୍ଟ ଅଟଇ; ପୁଣି ଆମ୍ଭେମାନେ ସେମାନଙ୍କ କନ୍ୟା ଗ୍ରହଣ କରିବା ଓ ଆମ୍ଭମାନଙ୍କ କନ୍ୟା ସେମାନଙ୍କୁ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
“ଏହି ଲୋକମାନେ ଆମ୍ଭ ସହିତ ବନ୍ଧୁତା କରିବାକୁ ଗ୍ଭହୁଁଛନ୍ତି। ଆମ୍ଭେମାନେ ଆମ୍ଭ ଦେଶରେ ତାଙ୍କୁ ଶାନ୍ତିରେ ବାସ କରିବାକୁ ଦେବା। ଆମ୍ଭମାନଙ୍କ ଓ ସେମାନଙ୍କ ପାଇଁ ଯଥେଷ୍ଟ ଭୂମି ଅଛି। ଆମ୍ଭେମାନେ ତାଙ୍କ କନ୍ୟାମାନଙ୍କୁ ବିବାହ କରି ପାରିବା। ଆମ୍ଭେମାନେ ମଧ୍ୟ ଆମ୍ଭମାନଙ୍କର କନ୍ୟାମାନଙ୍କୁ ତାଙ୍କ ସହିତ ବିବାହ ଦେଇ ପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏହି ଲୋକମାନେ ଆମ୍ଭମାନଙ୍କ ସହିତ ନିର୍ବିରୋଧୀ; ଏଥିପାଇଁ ଏମାନଙ୍କୁ ଏହି ଦେଶରେ ବାସ ଓ ବାଣିଜ୍ୟ କରିବାକୁ ଦିଆଯାଉ; କାରଣ ଦେଖ, ଏ ଦେଶ ସେମାନଙ୍କ ନିମନ୍ତେ ଯଥେଷ୍ଟ ଅଟଇ; ପୁଣି, ଆମ୍ଭେମାନେ ସେମାନଙ୍କ କନ୍ୟା ଗ୍ରହଣ କରିବା ଓ ଆମ୍ଭମାନଙ୍କ କନ୍ୟା ସେମାନଙ୍କୁ ଦେବା।
Odia IRV 2017 (ଓଡିଆ ବାଇବେଲ)