Genesis 34:22 — Compare Translations

5 translations compared side by side

Odia - 1840
"ସମାନେେ ଆମ୍ଭମାନଙ୍କୁ ଗ୍ରହଣ କରିବା ପାଇଁ ଏବଂ ଆମ୍ଭମାନଙ୍କ ମଧିଅରେ ବାସ କରିବା ପାଇଁ ଗୋଟିଏ କଥା ଆମ୍ଭ ସମସ୍ତଙ୍କୁ କରିବାକୁ ହବେ। ସମାନଙ୍କେ ପରି ଆମ୍ଭମାନଙ୍କର ପୁରୁଷମାନଙ୍କୁ ସୁନ୍ନତ ହବୋକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯେବେ ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆମ୍ଭମାନଙ୍କୁ ଗ୍ରହଣ କରିବା ପାଇଁ ଏବଂ ଆମ୍ଭମାନଙ୍କ ମଧ୍ୟରେ ବାସ କରିବା ପାଇଁ ଗୋଟିଏ କଥା ଆମ୍ଭ ସମସ୍ତଙ୍କୁ କରିବାକୁ ହେବ। ସେମାନଙ୍କ ପରି ଆମ୍ଭମାନଙ୍କୁ ସୁନ୍ନତ ହେବାକୁ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯଦି ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯଦି ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ।