Genesis 34:24 — Compare Translations
5 translations compared side by side
Odia - 1840
"ସଭାସ୍ଥଳ ରେ ସମସ୍ତ ଲୋକ ଏହି କଥା ଶୁଣି ରାଜି ହାଇଗେଲେ। ହ ମାରେଓ ଶିଖିମ କଥା ରେ। ଏବଂ ଏକା ସମୟରେ ସମସ୍ତେ ସୁନ୍ନତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ହମୋର ଓ ତାହାର ପୁତ୍ର ଶିଖିମର ଏହି କଥାରେ ତାହାର ନଗରଦ୍ଵାର ଦେଇ ବହିର୍ଗମନକାରୀ ସମସ୍ତ ଲୋକ ସମ୍ମତ ହେଲେ; ତହିଁରେ ତାହାର ନଗରଦ୍ଵାର ଦେଇ ବହିର୍ଗମନକାରୀ ପ୍ରତ୍ୟେକ ପୁରୁଷର ସୁନ୍ନତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଭାସ୍ଥଳର ସମସ୍ତ ଲୋକ ହମୋର ଓ ଶିଖିମ କଥାରେ ରାଜି ହୋଇଗଲେ। ଏବଂ ଏକା ସମୟରେ ସମସ୍ତେ ସୁନ୍ନତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ହମୋର ଓ ତାହାର ପୁତ୍ର ଶିଖିମର ଏହି କଥାରେ ତାହାର ନଗର-ଦ୍ୱାର ଦେଇ ବହିର୍ଗମନକାରୀ ସମସ୍ତ ଲୋକ ସମ୍ମତ ହେଲେ; ତହିଁରେ ତାହାର ନଗର-ଦ୍ୱାର ଦେଇ ବହିର୍ଗମନକାରୀ ପ୍ରତ୍ୟେକ ପୁରୁଷର ସୁନ୍ନତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ହମୋର ଓ ତାହାର ପୁତ୍ର ଶିଖିମର ଏହି କଥାରେ ତାହାର ନଗରଦ୍ୱାର ଦେଇ ବହିର୍ଗମନକାରୀ ସମସ୍ତ ଲୋକ ସମ୍ମତ ହେଲେ; ତହିଁରେ ତାହାର ନଗରଦ୍ୱାର ଦେଇ ବହିର୍ଗମନକାରୀ ପ୍ରତ୍ୟେକ ପୁରୁଷର ସୁନ୍ନତ ହେଲା।