Genesis 34:25 — Compare Translations
5 translations compared side by side
Odia - 1840
"ତିନିଦିନ ପରେ, ସଇେ ସ୍ଥାନର ଲୋକମାନେ ସୁନ୍ନତ ଯୋଗୁଁ କଷ୍ଟ ରେ ଥିଲେ। ଯାକୁବର ଦୁଇପୁତ୍ର ଶିମିୟୋନ ଓ ଲବେୀ, ତାଙ୍କର ଖଡ୍ଗ ନେଲେ ଏବଂ ସହେି ନଗରର ନିର୍ଭୟ ରେ ପ୍ରେତ୍ୟକକ ପୁରୁଷମାନଙ୍କୁ ମାରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ୍ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ଼୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତିନି ଦିନ ପରେ, ସେହି ସ୍ଥାନର ଲୋକମାନେ ସୁନ୍ନତ ଯୋଗୁଁ କଷ୍ଟରେ ଥିଲେ। ଯାକୁବର ଦୁଇପୁତ୍ର ଶିମିୟୋନ ଓ ଲେବୀ, ତାଙ୍କର ଖଡ଼୍ଗ ନେଲେ ଏବଂ ନିର୍ଭୟରେ ସେହି ନଗରର ପ୍ରତ୍ୟେକ ପୁରୁଷମାନଙ୍କୁ ମାରି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ।